Mark 10:4 — Compare Translations
7 translations compared side by side
Odia - 1840
"ସମାନେେ କହିଲେ, ଜଣେ ପୁରୁଷ ଛାଡପତ୍ର ପାଇଁ ପ୍ରମାଣପତ୍ର ଲେଖି ଦଇେ ତା'ପରେ ନିଜ ସ୍ତ୍ରୀକୁ ଛାଡି ଦଇେ ପାରିବ ବୋଲି, ମାଶାେ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ଛାଡ଼ପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ପାଇଁ ମୋଶା ଅନୁମତି ଦେଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା’ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾನಿ “ಎಕ್ಲ್ಯಾನ್ ಅಪ್ನಾಚ್ಯಾ ಬಾಯ್ಕೊಕ್ ಸೊಡ್ ಪತ್ರ್ ಲಿವ್ನ್ ದಿವ್ನ್ ಸೊಡುನ್ ದಿವ್ಕ್ ಹೊತಾ ಮನುನ್ ಮೊಯ್ಜೆನ್ ಸಾಂಗ್ಲ್ಯಾನಾಯ್” ಮಟ್ಲ್ಯಾನಿ.