Mark 10:41 — Compare Translations
7 translations compared side by side
Odia - 1840
"ଅନ୍ୟ ଦଶ ଜଣ ପ୍ ରରେିତ ଏହା ଶୁଣିଲେ। ସମାନେେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଦଶଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏସବୁ କଥା ଶୁଣି ଅନ୍ୟ ଦଶ ଜଣ ଶିଷ୍ୟ ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಲಿ ಧಾ ಶಿಸಾ ಹೆ ಆಯ್ಕುನ್ ಜುವಾಂವ್ ಅನಿ ಜಾಕೊಬಾಚ್ಯಾ ವರ್ತಿ ರಾಗ್ ಹೊಲಿ.