Mark 10:44 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭ ଭିତରୁ କହେି ମହତ୍ତ୍ବପୂର୍ଣ୍ଣ ହବୋକୁ ଚାହୁଁଥାଏ, ତବେେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସବୋ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେକେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ତୁମ୍ଭ ମଧ୍ୟରୁ ଯଦି ଜଣେ ପ୍ରଥମ ସ୍ଥାନ ଅଧିକାର କରିବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ପରି ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಕೊನ್ ಮೊಟೊ ಹೊವ್ಚೆ ಮನುನ್ ಯವಜ್ತಾ, ತೊ ಸಗ್ಳ್ಯಾಂಚೊ ಗುಲಾಮ್ ಹೊವ್ನ್ ರಾವ್ಚೆ.