Mark 10:46 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ ଯିରୀହାକେୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ଯ ଓ ଅନ୍ୟ ଅନକେ ଲୋକଙ୍କ ସହିତ ସହେି ସହର ଛାଡି ୟିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ଵରେ ବସିଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଆଉ ତାଙ୍କ ଶିଷ୍ୟମାନେ ଯିରିହୋକୁ ଆସିଲେ। ସେମାନେ ସେହି ସହର ଛାଡ଼ି ଯିବାବେଳେ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ। ଟିମୟର ପୁତ୍ର ବାର୍ଟିମୟ ନାମକ ଗୋଟିଏ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ ତା’ପରେ ସେମାନେ ଯିରୀହୋକୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ୟ ଓ ଅନେକ ଲୋକଙ୍କ ସହିତ ସେହି ସହର ଛାଡ଼ିଯିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆರಿಕೊ ಮನ್ತಲ್ಯಾ ಗಾವಾಕ್ ಯೆಲ್ಯಾನಿ. ಜೆಜು ಅಪ್ನಾಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ಜಾವ್ಕ್ ಲಾಗಲ್ಲಿ ತನ್ನಾ ಲೊಕಾಂಚೊ ಮೊಟೊ ತಾಂಡೊ ತೆಂಚ್ಯಾ ಫಾಟ್ನಾ ಹೊತ್ತೊ, ತಿಮೆವಾಚೊ ಲೆಕ್ ಬಾರ್ತಿಮೆವ್ ಮನ್ತಲ್ಯಾ ನಾವಾಚೊ ಎಕ್ ಕುಡ್ಡೊ ಭಿಕಾರಿ ತ್ಯಾ ರಸ್ತ್ಯಾಚ್ಯಾ ದಂಡೆಕ್ ಬಸಲ್ಲೊ.