Mark 10:47 — Compare Translations
7 translations compared side by side
Odia - 1840
"ସେ ଶୁଣିଲା ଯେ ନାଜରିତୀୟ ଯୀଶୁ ସହେି ବାଟ ଦଇେ ଯାଉଛନ୍ତି। ସେ ଚିତ୍କାର କରି କହିଲା, ହେ ଦାଉଦଙ୍କ ପୁତ୍ର ଯୀଶୁ: ମାେ ଉପରେ କୃପା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନାଜରିତୀୟ ଯୀଶୁ ସେ ବାଟେ ଯାଉଛନ୍ତି ବୋଲି ଶୁଣି ସେ ଚିକ୍ରାର କରି କହିଲା, “ହେ ଦାଉଦ ବଂଶଧର ଯୀଶୁ, ମୋତେ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಜರೆತಾಚೊ ಜೆಜು ಥೈತ್ನಾ ಜಾವ್ಕ್ ಲಾಗ್ಲಾ ಮನುನ್ ಆಯ್ಕುನ್, “ಜೆಜು! ದಾವಿದಾಚ್ಯಾ ಲೆಕಾ! ಮಾಜಿ ದಯಾ ಕರ್!” ಮನುನ್ ಜೊರಾನ್ ಬೊಬ್ ಮಾರುಕ್ ಲಾಗ್ಲೊ.