Mark 10:48 — Compare Translations

7 translations compared side by side

Odia - 1840
"ଅନକେ ଲୋକ ତାକୁ ତୁନି ହବୋ ପାଇଁ ଧମକ ଦେଲେ। କିନ୍ତୁ ସହେି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, ହେ ଦାଉଦଙ୍କ ପୁତ୍ର ଯୀଶୁ, ମାେ ଉପରେ କୃପା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ତାକୁ ତିରସ୍କାର କରି ନୀରବ ହେବାକୁ କହିଲେ, କିନ୍ତୁ ସେ ଆହୁରି ଉଚ୍ଚସ୍ୱରରେ ଡ଼ାକ ଛାଡ଼ିଲା: “ହେ ଦାଉଦଙ୍କ ବଂଶଧର, ମୋତେ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ତାକୁ ତୁନି ହେବା ପାଇଁ ଧମକ ଦେଲେ। କିନ୍ତୁ ସେହି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ, ମୋ’ ଉପରେ କୃପାକର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೊಕಾ ತೆಕಾ “ಗಪ್ ರ್‍ಹಾ” ಮನುನ್ ಜೊರ್ ಕರುಕ್ ಲಾಗ್ಲ್ಯಾರ್ಬಿ ತೊ “ದಾವಿದಾಚ್ಯಾ ಲೆಕಾ ಮಾಜಿ ದಯಾ ಕರ್!” ಮನುನ್ ಅನಿಬಿ ಜೊರಾನ್ ಬೊಬ್ ಮಾರುಕ್ ಲಾಗ್ಲೊ.