Mark 10:5 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ମାଶାେ ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭମାନେେ ପରମେଶ୍ବରଙ୍କ ଉପଦେଶ ମାନିବାକୁ ମନା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲିପିବଦ୍ଧ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଲାଗି ମୋଶା ଏପରି ବ୍ୟବସ୍ଥା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ತುಮ್ಚ್ಯೆ ಮಂಡ್ಪಾನಾಕ್ ಬಗುನ್ ಮೊಯ್ಜೆನ್ ತುಮ್ಕಾ ತೊ ಖಾಯ್ದೊ ದಿಲ್ಲ್ಯಾನ್.