Mark 10:52 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ଯାଅ, ତୁମ୍ଭେ ଭଲ ହାଇଗେଲ, କାରଣ ତୁମ୍ଭେ ବିଶ୍ବାସ କଲ। ତା'ପରେ ଲୋକଟି ସବୁ କିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି । ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ଧ କହିଲା, “ଗୁରୁ! ମୁଁ ଦୃଷ୍ଟିଶକ୍ତି ଫେରି ପାଇବାକୁ ଚାହେଁ।” ଯୀଶୁ ତାକୁ କହିଲେ, “ଯାଅ, ତୁମର ବିଶ୍ୱାସ ତୁମକୁ ସୁସ୍ଥ କରିଛି।” ସଙ୍ଗେ ସଙ୍ଗେ ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଇଲା ଏବଂ ସେ ମଧ୍ୟ ଯୀଶୁଙ୍କ ପଛେ ପଛେ ଚାଲିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଯାଅ, ତୁମ୍ଭେ ଭଲ ହୋଇଗଲ, କାରଣ ତୁମ୍ଭେ ବିଶ୍ୱାସ କଲ।” ତା’ପରେ ଲୋକଟି ସବୁକିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି । ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ “ತುಜ್ಯಾ ವಿಶ್ವಾಸಾನುಚ್ ತುಕಾ ಬರೆ ಕರ್ಲ್ಯಾನ್, ಜಾ” ಮಟ್ಲ್ಯಾನ್, ತನ್ನಾಚ್ ತೆಚಿ ದಿಸ್ಟ್ ಯೆಲಿ ಅನಿ ತೊ ತ್ಯಾ ರಸ್ತ್ಯಾನಿ ಜೆಜುಚ್ಯಾ ಫಾಟ್ನಾ ಗೆಲೊ.