Mark 10:6 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର ଯେତବେେଳେ ଜଗତ ସୃଷ୍ଟି କଲେ, ' ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସୃଷ୍ଟିର ଆରମ୍ଭରୁ ସେ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସୃଷ୍ଟି ସମୟରେ ଈଶ୍ୱର ମନୁଷ୍ୟକୁ ନର ଓ ନାରୀ ରୂପେ ଗଢ଼ିଥିଲେ ଏବଂ ଶାସ୍ତ୍ରରେ କୁହାଯାଇଛି ଯେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ದೆವಾನ್ ಹಿ ಸಗ್ಳಿ ದುನಿಯಾ ರಚ್ತಾನಾ ಮಾನ್ಸಾಕ್ನಿ ಘೊಮಾನುಸ್ ಅನಿ ಬಾಯ್ಕೊಮನುಸ್ ಕರುನ್ ರಚ್ಲ್ಯಾನ್.” ಮನುನ್ ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ.