Mark 10:7 — Compare Translations
7 translations compared side by side
Odia - 1840
"ଏଣୁ ଜଣେ ପୁରୁଷ ନିଜ ବାପାମାଆଙ୍କୁ ଛାଡି ନିଜ ସ୍ତ୍ରୀ ସହିତ ମିଳିତ ହବେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କୁ ପରିତ୍ୟାଗ କରିବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ପୁରୁଷ ପିତାମାତାଙ୍କୁ ଛାଡ଼ି ତା’ର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚೆ ಸಾಟ್ನಿ ಎಕ್ ಘೊಮನುಸ್ ಅಪ್ನಾಚ್ಯಾ ಬಾಯ್-ಬಾಬಾಕ್ ಸೊಡ್ತಾ ಅನಿ ಅಪ್ನಾಚ್ಯಾ ಬಾಯ್ಕೊಚ್ಯಾ ವಾಂಗ್ಡಾ ಎಕ್ ಹೊತಾ,