Mark 10:8 — Compare Translations

7 translations compared side by side

Odia - 1840
"ଏବଂ ସମାନେେ ଏକ ହାଇଯେିବେ।' ତେଣୁ ସମାନେେ ଦୁଇଜଣ ନୁହଁନ୍ତି ବରଂ ଏକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ମିଳିତ ହୋଇ ଏକ ହେବେ। ସେମାନେ ଆଉ ଦୁଇ ହୋଇ ରହିବେ ନାହିଁ, କିନ୍ତୁ ଏକ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଏକ ହୋଇଯିବେ।’ ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ದೊಗೆಬಿ ಎಕ್ ಶರಿರ್ ಹೊತ್ಯಾತ್, ತಸೆ ಮನುನ್ ತೆನಿ ದೊಗೆ ಜಾನಾ ನ್ಹಯ್, ತೆನಿ ಎಕುಚ್,