Mark 10:9 — Compare Translations

7 translations compared side by side

Odia - 1840
"ପରମେଶ୍ବର ଯଦି ଏହି ଦୁଇଜଣ ମନୁଷ୍ଯଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ଯକ୍ତି ଅଲଗା କରି ଦବୋ ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯେଉଁମାନଙ୍କୁ ସଂଯୁକ୍ତ କରିଛନ୍ତି, ମନୁଷ୍ୟ ସେମାନଙ୍କୁ ବିଚ୍ଛିନ୍ନ ନ କରୁ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಶೆ ರಾತಾನಾ ದೆವಾನ್ ಜೊಡ್ವಲ್ಲೆ ಮಾನ್ಸಾನ್ ಮೊಡುಚೆ ನ್ಹಯ್” ಮನುನ್ ಸಾಂಗ್ಲ್ಯಾನ್.