Mark 11:1 — Compare Translations

7 translations compared side by side

Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମର ନିକଟବର୍ତ୍ତୀ ହେଲେ। ସମାନେେ ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ସହର ରେ ପହନ୍ଚିଲେ। ଯୀଶୁ ନିଜ ଶିଷ୍ଯମାନଙ୍କ ଭିତରୁ ଦୁଇ ଜଣକୁ ଏହା କହି ପଠାଇଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବେଥ୍ଫାଗୀ ଓ ବେଥାନୀ ଗ୍ରାମର ଉପକଣ୍ଠରେ ଥିବା ଜୀତପର୍ବତ ପାଖରେ ପହଞ୍ôଚଲେ। ଯୀଶୁ ତାଙ୍କର
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଣେ ରାଜା ଭଳି ଯିରୁଶାଲମରେ ପ୍ରବେଶ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମର ନିକଟବର୍ତ୍ତୀ ହେଲେ। ସେମାନେ ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ସହରରେ ପହଞ୍ଚିଲେ। ଯୀଶୁ ନିଜ ଶିଷ୍ୟମାନଙ୍କ ଭିତରୁ ଦୁଇଜଣକୁ ଏହା କହି ପଠାଇଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍‌ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବେଥ୍‌ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆರುಜಲೆಮಾಚ್ಯಾ ಜಗ್ಗೊಳ್, ಬೆತ್ಫಗೆ ಅನಿ ಬೆಥನಿ ಮನ್ತಲ್ಯಾ ಶಾರಾಚ್ಯಾ ಜಗ್ಗೊಳ್ ಯೆವ್ನ್ ಥೈತ್ನಾ ಒಲಿವಾಚ್ಯಾ ಝಾಡಾಂಚ್ಯಾ ಮಡ್ಡಿ ವರ್‍ತಿ ಯೆಲ್ಲ್ಯಾನಿ. ತನ್ನಾ ಜೆಜುನ್ ಅಪ್ಲ್ಯಾ ದೊಗೆ ಜಾನಾ ಶಿಸಾಕ್ನಿ, ಅಶೆ ಸಾಂಗುನ್ ಫಿಡೆ ಧಾಡ್ಲ್ಯಾನ್.