Mark 11:10 — Compare Translations
7 translations compared side by side
Odia - 1840
"ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ଯ ଧନ୍ଯ, ସ୍ବର୍ଗ ରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ଵଲୋକରେ ହୋଶାନ୍ନା!
Odia BSI (ପବିତ୍ର ବାଇବଲ (CL) NT (BSI))
“ହୋଶାନ୍ନା, ପ୍ରଭୁଙ୍କ ନାମରେ ଯିଏ ଆସୁଛନ୍ତି, ତାଙ୍କର ଜୟ ହେଉ। ପୁନଃ ପ୍ରତିଷ୍ଠିତ ହେବାକୁ ଯାଉଥିବା ଆମ ପିତା ଦାଉଦ ରାଜାଙ୍କ ରାଜ୍ୟକୁ ଈଶ୍ୱର ଆଶୀର୍ବାଦ କରନ୍ତୁ। ଈଶ୍ୱରଙ୍କ ଗୌରବ ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ, ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಅಮ್ಚ್ಯಾ ಬಾಬಾ ದಾವಿದಾಚೆ ರಾಜಾಕ್ ಅಶಿರ್ವಾದ್ ದಿಂವ್ದಿ! ತೆ ರಾಜ್ ಯೆವ್ಲಾ, ಸರ್ಗಾ ವೈಲ್ಯಾ ದೆವಾಕ್ ಮಹಿಮಾ ಹೊಂವ್ದಿ!” ಮಟ್ಲ್ಯಾನಿ.