Mark 11:17 — Compare Translations
7 translations compared side by side
Odia - 1840
"ତା'ପରେ ସେ ସମାନଙ୍କେୁ ଉପଦେଶ ଦଇେ କହିଲେ, ଶାସ୍ତ୍ର ରେ ଏ କଥା ଲଖାେ ଅଛି ଯେ, 'ମାେ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାୟିବ। କିନ୍ତୁ ତୁମ୍ଭମାନେେ ତ ତାକୁ ଚୋରମାନଙ୍କର ଆଶ୍ରୟ ସ୍ଥଳ ରେ ପରିଣତ କରି ଦେଉଛ'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କଅଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଦସ୍ୟୁମାନଙ୍କ ଗହ୍ଵରʼ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ଧର୍ମଶାସ୍ତ୍ରରେ ଲେଖା ହୋଇଛି, ‘ମୋ’ ମନ୍ଦିର ସମସ୍ତ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଗୃହ ବୋଲି ବିଖ୍ୟାତ ହେବ’, କିନ୍ତୁ ତୁମ୍ଭେମାନେ ତାକୁ ଦସ୍ୟୁ ଆଡ଼୍ଡ଼ାରେ ପରିଣତ କରିଛ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଶାସ୍ତ୍ରରେ ଏ କଥା ଲେଖା ଅଛି ଯେ, ‘ମୋ’ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାଯିବ। କିନ୍ତୁ ତୁମ୍ଭେମାନେ ତ ତାକୁ ଗ୍ଭେର ମାନଙ୍କର ଆଶ୍ରୟ ସ୍ଥଳରେ ପରିଣତ କରି ଦେଉଛ’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಲೊಕಾಕ್ನಿ ಸಿಕ್ವುನ್ಗೆತ್ “ಮಾಜಿ ಗುಡಿ ಸಗ್ಳ್ಯಾ ದೆಸಾಚ್ಯಾ ಲೊಕಾಕ್ನಿ ಮಾಗ್ನಿ ಕರ್ತಲೆ ಘರ್ ಮನುನ್ ಬಲ್ವುತ್ಯಾತ್ ”ಮನುನ್ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್ “ಖರೆ ತುಮಿ ತೆ ಚೊರಾಂಚೊ ಅಡ್ಡೊ ಕರುನ್ ಥವ್ಲ್ಯಾಶಿ. ” ಮನುನ್ ಸಾಂಗ್ಲ್ಯಾನ್.