Mark 11:18 — Compare Translations
7 translations compared side by side
Odia - 1840
"ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସମାନେେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖାଜେିଲେ। କିନ୍ତୁ ସଠାେରେ ଜମା ହାଇେଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହାଇଯୋଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଏ ଘଟଣା ବିଷୟରେ ଶୁଣି ଯୀଶୁଙ୍କୁ ହତ୍ୟା କରିବା ପାଇଁ ଉପାୟ ଖୋଜିବାକୁ ଲାଗିଲେ। ସେମାନେ ଯୀଶୁଙ୍କୁ ଭୟ କରୁଥିଲେ। କାରଣ ଲୋକମାନେ ତାଙ୍କ ଶିକ୍ଷାରେ ମୁଗ୍ଧ ହୋଇଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾಜಕಾಂಚಿ ಮುಖಂಡಾ ಅನಿ ಖಾಯ್ದೆ ಶಿಕ್ವುತಲ್ಯಾನಿ ಜೆಜುಚ್ಯಾ ಗೊಸ್ಟಿಯಾ ಆಯ್ಕುನ್, ತೆಕಾ ಕಶೆ ಕರುನ್ ಜಿವಾನಿ ಮಾರುಚೆ ಮನುನ್ ವಾಟ್ ಹುಡ್ಕುಕ್ ಲಾಗಲ್ಲ್ಯಾನಿ. ಖರೆ ಲೊಕಾ, ಜೆಜು ಸಿಕ್ವುತಲೆ ಮಾನುನ್ ಘೆಯ್ತ್ ಅನಿ ಅಜಾಪ್ ಹೊಯ್ತ್. ತಸೆ ಮನುನ್ ತೆನಿ ತೆಕಾ ಭಿಂಯ್ತ್.