Mark 11:2 — Compare Translations

7 translations compared side by side

Odia - 1840
"ଆଗ ରେ ଦଖାଯାେଉଥିବା ଗାଆଁକୁ ଯାଅ। ଗାଁଆ ଭିତ ରେ ପ୍ରବେଶ କରିବା ମାତ୍ ରେ ତୁମ୍ଭମାନେେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଛୁଆ ଉପରେ କହେି ଏ ପର୍ୟ୍ଯନ୍ତ ଚଢି ନାହାଁନ୍ତି। ତାକୁ ଖାଲିେ ମାେ ପାଖକୁ ନଇେ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଇଜଣ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ଆଗରୁ ପଠାଇ କହିଥିଲେ, “ସମ୍ମୁଖରେ ଥିବା ଗ୍ରାମକୁ ଯାଅ, ସେଠାରେ ପହଞ୍ôଚବାକ୍ଷଣି କେବେ କେହି ଚଢ଼ି ନ ଥିବା ଗୋଟିଏ ଗଧ ଛୁଆ ବନ୍ଧା ହୋଇ ଥିବାର ଦେଖିବ, ତାକୁ ଫିଟାଇ ମୋ’ ପାଖକୁ ନେଇଆସ।
Odia Bible ERV 2004 (ପବିତ୍ର ବାଇବଲ)
“ଆଗରେ ଦେଖାଯାଉଥିବା ଗାଆଁକୁ ଯାଅ। ଗାଁଆ ଭିତରେ ପ୍ରବେଶ କରିବା ମାତ୍ରେ ତୁମ୍ଭେମାନେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଛୁଆ ଉପରେ କେହି ଏ ପର୍ଯ୍ୟନ୍ତ ଚଢ଼ି ନାହାନ୍ତି। ତାକୁ ଖୋଲି ମୋ’ ପାଖକୁ ନେଇ ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಥೈ ದಿಸುಕ್ ಲಾಗ್ಲಾ ತ್ಯಾ ಗಾಂವಾತ್ ಜಾಂವಾ. ತುಮಿ ತ್ಯಾ ಗಾಂವಾತ್ ಗುಸಲ್ಲ್ಯಾತನ್ನಾ, ಕೊನ್ಬಿ ಬಸುನಸಲ್ಲೊ ಎಕ್ ಗಾಡ್ವಾಚೊ ಪೆಟೊ ಥೈ ಭಾಂದಲ್ಲೊ ತುಮ್ಕಾ ಗಾವ್ತಾ, ತೆಕಾ ಸೊಡ್ವುನ್ ಮಾಜೆಕ್ಡೆ ಘೆವ್ನ್ ಯೆವಾ.