Mark 11:20 — Compare Translations
7 translations compared side by side
Odia - 1840
"ତା'ପର ଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ସହେି ଡିମ୍ବିରି ଗଛ ଥିବା ବାଟ ଦଇେ ଆସିଲେ। ସମାନେେ ଡିମ୍ବିରି ଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମିରି ଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରଦିନ ସେମାନେ ବାଟରେ ଯାଉଥିବାବେଳେ ଦେଖିଲେ ସେହି ଡ଼ିମିରି ଗଛଟି ମୂଳରୁ ଶୁଖି ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିଶ୍ୱାସର ଶକ୍ତି ଦେଖାଇଲେ ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಕ್ಕಾಳ್ಚೆ ತೆನಿ ವಾಟೆನ್ ಜಾತಾನಾ ಅದ್ಲ್ಯಾ ದಿಸಿ ಜೆಜುನ್ ಸರಾಪ್ ದಿಲ್ಲ್ಯಾ ಅಂಜುರಾಚ್ಯಾ ಝಾಡಾಕ್ ಬಗಟ್ಲ್ಯಾನಿ ತೆ ಝಾಡ್ ಬೆರಾ ಸಮೆತ್ ವಾಳುನ್ ಗೆಲ್ಲೆ.