Mark 11:21 — Compare Translations
7 translations compared side by side
Odia - 1840
"ସେତବେେଳେ ପିତର ଡିମ୍ବିରି ଗଛକୁ ମନେ ପକଇେଲେ ଓ ଯୀଶୁଙ୍କୁ କହିଲେ, ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦଇେଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମିରି ଗଛକୁ ଶାପ ଦେଇଥିଲେ, ତାହା ଶୁଖିଗଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୂର୍ବଦିନ କଥା ସ୍ମରଣ କରି ପିତର ଯୀଶୁଙ୍କୁ କହିଲେ, “ଗୁରୁ ଦେଖନ୍ତୁ ଆପଣଙ୍କ ଦ୍ୱାରା ଅଭିଶପ୍ତ ଡ଼ିମିରି ଗଛଟି ମରିଯାଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ “ಗುರುಜಿ, ಎಬಕ್! ಕಾಲ್ ತಿಯಾ ಸರಾಪ್ ದಿಲ್ಲೆ ಝಾಡ್ ವಾಳುನ್ ಗೆಲಾ!” ಮಟ್ಲ್ಯಾನ್.