Mark 11:24 — Compare Translations
7 translations compared side by side
Odia - 1840
"ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନେେ ପ୍ରାର୍ଥନା କଲା ବେଳେ ଯାହା ମାଗୁଛ, ବିଶ୍ବାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତବେେ ପ୍ରକୃତ ରେ ତାହା ତୁମ୍ଭେ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ,ସେସବୁ ପାଇଅଛ ବୋଲି ବିଶ୍ଵାସ କର, ସେଥିରେ ସେହିସବୁ ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ମୁଁ କହୁଛି ପ୍ରାର୍ଥନା କରିବାବେଳେ ଯାହା ମାଗୁଛ, ତାହା ପାଇଯାଇଛ ବୋଲି ବିଶ୍ୱାସ କର, ତେବେ ତାହା ତୁମେ ନିଶ୍ଚୟ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಮಿಯಾ ತುಮ್ಕಾ ಸಾಂಗ್ತಾ, ತುಮಿ ಮಾಗ್ನಿ ಕರ್ತಾನಾ ಮಾಗಲ್ಲೆ ಗಾವ್ಲಾಚ್ ಮನುನ್ ವಿಶ್ವಾಸ್ ಕರ್ಲ್ಯಾರ್, ಮಾಗಲ್ಲೆ ಸಗ್ಳೆ ತುಮ್ಕಾ ಗಾವ್ತಾ.