Mark 11:25 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଯେତବେେଳେ ପ୍ରାର୍ଥନା କରିବାକୁ ଠିଆ ହାଇେଥିବ, ସେତବେେଳେ ଯଦି ତୁମ୍ଭମାନଙ୍କର ମନେ ପଡିଯାଏ ଯେ, ତୁମ୍ଭମାନେେ କାହାରି ଉପରେ କୌଣସି କାରଣରୁ ରାଗିଛ, ତବେେ ସହେି ଲୋକକୁ କ୍ଷମା କରି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରାର୍ଥନା କରିବା ପାଇଁ ଠିଆ ହେଲାବେଳେ, କାହା ବିରୁଦ୍ଧରେ ତୁମର ଯଦି କିଛି ଥାଏ, ତାକୁ କ୍ଷମା କରିଦିଅ। ତାହାହେଲେ ତୁମର ସ୍ୱର୍ଗସ୍ଥ ପିତା ଈଶ୍ୱର ତୁମର ସବୁ ଦୋଷ କ୍ଷମା କରିଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେତେବେଳେ ପ୍ରାର୍ଥନା କରିବାକୁ ଠିଆ ହୋଇଥିବ, ସେତେବେଳେ ଯଦି ତୁମ୍ଭମାନଙ୍କର ମନେ ପଡ଼ିଯାଏ ଯେ, ତୁମ୍ଭେମାନେ କାହାରି ଉପରେ କୌଣସି କାରଣରୁ ରାଗିଛ, ତେବେ ସେହି ଲୋକକୁ କ୍ଷମା କରି ଦିଅ। ତା’ହେଲେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ୟ ତୁମ୍ଭମାନଙ୍କର ପାପ ଗୁଡ଼ିକୁ କ୍ଷମା କରିଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಗ್ನಿ ಕರುಕ್ ಜಾತಾನಾ, ಕಸ್ಲ್ಯಾಬಿ ಕಾರನಾಕ್ ಲಾಗುನ್ ಕೊನಾ ವರ್‍ತಿ ತರ್ ತುಮ್ಕಾ ರಾಗ್ ಹೊತ್ತೆ ಯಾದ್ ಯೆಲ್ಯಾರ್. ತೆಕಾ ತುಮಿ ಮಾಪ್ ಕರುನ್ ಸೊಡಾ, ತನ್ನಾ ಸರ್ಗಾವಯ್ಲೊ ತುಮ್ಚೊ ಬಾಬಾಬಿ ತುಮ್ಚೆ ಸಗ್ಳೆ ಚುಕಾ ಮಾಪ್ ಕರ್‍ತಾ.