Mark 11:26 — Compare Translations

6 translations compared side by side

Odia - 1840
"ତା' ହେଲେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ଯ ତୁମ୍ଭମାନଙ୍କର ପାପ ଗୁଡିକୁ କ୍ଷମା କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯେବେ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
(“କିନ୍ତୁ ତୁମେ ଯଦି ଅନ୍ୟମାନଙ୍କୁ କ୍ଷମା ନ କର, ତୁମ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମର ଅପରାଧ ସବୁ କ୍ଷମା କରିବେ ନାହିଁ।”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
Odia IRV 2017 (ଓଡିଆ ବାଇବେଲ)
[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ದುಸ್ರ್ಯಾಕ್ನಿ ಮಾಪ್ ಕರಿನಸ್ಲ್ಯಾರ್ ಸರ್‍ಗಾ ವೈಲೊ ತುಮ್ಚೊ ಬಾಬಾ ತುಮ್ಚಿಬಿ ಚುಕಾ ಮಾಪ್ ಕರಿನಾ.