Mark 11:27 — Compare Translations

7 translations compared side by side

Odia - 1840
"ଯୀଶୁ ଓ ତାହଙ୍କ ଶିଷ୍ଯମାନେ ପୁଣି ୟିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତ ରେ ବୁଲୁଥିଲେ। ପ୍ରଧାନ ଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ, ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିବା ସମୟରେ ମୁଖ୍ୟ ପୁରୋହିତ, ଧର୍ମଗୁରୁ ଓ ଇହୁଦୀ ଧର୍ମନେତାମାନେ ତାଙ୍କ ନିକଟକୁ ଆସି ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅನಿ ಜೆರುಜಲೆಮಾಕ್ ಯೆಲ್ಯಾನಿ. ಜೆಜು ಗುಡಿತ್ ಫಿರುನ್ಗೆತ್ ಹೊತ್ತೊ, ತನ್ನಾ ಯಾಜಕಾಂಚಿ ಮುಖಂಡಾ, ಖಾಯ್ದೆ ಸಿಕ್ವುತಲೆ ಅನಿ ವ್ಹಡಿಲಾ ತೆಚಾಕ್ಡೆ ಯೆಲ್ಯಾನಿ ಅನಿ

Recommended Reading