Mark 11:3 — Compare Translations

7 translations compared side by side

Odia - 1840
"ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନଇେ ଯାଉଛ ବୋଲି ପଚା ରେ, ତବେେ ତୁମ୍ଭମାନେେ ତାହାକୁ କହିବ, ପ୍ରଭୁଙ୍କର ଏହା ଦରକାର ଅଛି। ତା'ପରେ ତାହାକୁ ଶୀଘ୍ର ଫରୋଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ଵେ ଏଠାକୁ ପଠାଇଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘କାହିଁକି ଏହା କରୁଛ’ ବୋଲି ଯଦି କିଏ ପଚାରେ; ତାକୁ କହିବ, ‘ଗୁରୁଙ୍କର ଦରକାର ଅଛି ଏବଂ ଶୀଘ୍ର ତାକୁ ଫେରାଇ ଦେବେ’।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା’ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ತರ್ ಗಾಡ್ವಾಕ್ ಕಶ್ಯಾಕ್ ಘೆವ್ನ್ ಜಾವ್ಕ್ ಲ್ಯಾಸಿ ಮನುನ್ ಇಚಾರ್ಲ್ಯಾರ್ ಧನಿಯಾಕ್ ತೆಚಿ ಗರಜ್ ಹಾಯ್ ಅನಿ ಲಗ್ಗುನಾಚ್ ತೊ ತೆಕಾ ಫಾಟಿ ಧಾಡುನ್ ದಿತಾ ಮನುನ್ ಸಾಂಗಾ”.