Mark 11:32 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ଆମ୍ଭମାନେେ କହିବା, ' ଯୋହନଙ୍କ ବାପ୍ତିସ୍ମ ମନୁଷ୍ଯଠାରୁ ଆସିଥିଲା, ତବେେ ଲୋକମାନେ ଆମ୍ଭ ଉପରେ ରାଗିଯିବେ। ସମାନେେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ବାସ କରୁଥିଲେ ଯେ, ଯୋହନ ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? - ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କହୁ ‘ମନୁଷ୍ୟଠାରୁ’” ..... (ସେମାନେ ଜନତାକୁ ଭୟ କରୁଥିଲେ, କାରଣ ସମସ୍ତଙ୍କର ଦୃଢ଼ ଧାରଣା ହୋଇଥିଲା ଯେ, ଯୋହନ ଈଶ୍ୱରଙ୍କର ଜଣେ ଭାବବାଦୀ ଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟଦ୍ବକ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಮಾನ್ಸಾಕ್ನಾ ಯೆಲ್ಲ್ಯಾ ಅದಿಕಾರ್ಯಾನ್ ಮನುನ್ ಮಟ್ಲ್ಯಾರ್ ಲೊಕಾ ಅಮ್ಚ್ಯಾ ವಿರೊದ್ ಹೊತ್ಯಾತ್ ತೆನಿ ಭಿಂಯಾಲ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಜುವಾಂವ್ ಎಕ್ ಪ್ರವಾದಿ ಮನುನ್ ಲೊಕಾ ಮಾನಿತ್