Mark 11:4 — Compare Translations

7 translations compared side by side

Odia - 1840
"ସମାନେେ ଚାଲିଗଲେ। ସମାନେେ ଗୋଟିଏ ଦ୍ବାର ପାଖ ଦାଣ୍ଡ ରେ ଏକ ଗଧଛଆକୁ ବନ୍ଧା ହାଇେଥିବାର ଦେଖିଲେ। ସମାନେେ ତାହାକୁ ଖାଲିେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯାଇ ଦ୍ଵାର ନିକଟରେ ବାହାର ଦାଣ୍ତରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉକ୍ତ ଗ୍ରାମକୁ ଯାଇ ଦେଖିଲେ ଗୋଟିଏ ଗଧ ଛୁଆ ଗାଁ ଦାଣ୍ଡରେ ଗୋଟିଏ ଦ୍ୱାରରେ ବନ୍ଧା ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗ୍ଭଲିଗଲେ। ସେମାନେ ଗୋଟିଏ ଦ୍ୱାର ପାଖ ଦାଣ୍ଡରେ ଏକ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିଲେ। ସେମାନେ ତାହାକୁ ଖୋଲିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಗಾಂವಾತ್ ಜಾವ್ನ್ ಪಾವಲ್ಲ್ಯಾ ತನ್ನಾ, ಥೈ ಎಕ್ ಘರಾಚ್ಯಾ ದಾರಾಕ್ ಭಾಂದುನ್ ಘಾಟಲ್ಲೆ ಗಾಡಾವ್ ತೆಂಕಾ ದಿಸ್ಲೆ. ತೆನಿ ಜಾವ್ನ್ ತ್ಯಾ ಗಾಡ್ವಾಕ್ ಸೊಡ್ಸುತಾನಾ