Mark 11:7 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା' ଉପରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ସେ ତାହା ଉପରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଗଧ ଛୁଆକୁ ଆଣି ତା’ ପିଠିରେ ନିଜର ଲୁଗା ବିଛାଇ ଦେଲେ ଏବଂ ଯୀଶୁ ତା’ ଉପରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା’ ଉପରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಗಾಡ್ವಾಚ್ಯಾ ಪೆಟ್ಯಾಕ್ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ, ಅನಿ ತ್ಯಾ ಜನಾವರಾಚ್ಯಾ ವರ್ತಿ ಫಾಳಿಯಾ ಘಾಟ್ಲ್ಯಾನಿ. ಜೆಜು ತೆಚೆ ವರ್ತಿ ಬಸ್ಲೊ.