Mark 11:9 — Compare Translations
7 translations compared side by side
Odia - 1840
"କେତକେ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତକେ ତାହାଙ୍କ ପେଛ ପେଛ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ:
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତେକ ତାହାଙ୍କ ପଛେ ପଛେ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ, “‘ହୋଶାନ୍ନା ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସୁଛନ୍ତି, ସେ ଧନ୍ୟ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
Odia IRV 2017 (ଓଡିଆ ବାଇବେଲ)
ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಫಿಡೆ ಹೊತ್ತಿ ಅನಿ ಫಾಟ್ನಾ ಯೆತಲಿ ಲೊಕಾ ಜೊರಾನಿ ಬೊಬ್ ಮಾರುನ್ಗೆತ್ “ದೆವಾಕ್ ಮಹಿಮಾ! ಧನ್ಯಾಚ್ಯಾ ನಾವಾನ್ ಯೆತಾ ತೆಕಾ ದೆವ್ ಆಶಿರ್ವಾದ್ ದಿಂವ್ದಿ!