Mark 12:10 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଏହି ଶାସ୍ତ୍ର ପଢିନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଏହି କଥା ତୁମେ ନିଶ୍ଚୟ ପଢ଼ିଛ। ‘ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଦରକାରୀ ଭାବି ଛାଡ଼ି ଦେଇଥିଲେ, ତାହା ଗୃହର ପ୍ରଧାନ କୋଣପଥର ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ? “ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର ‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪವಿತ್ರ್ ಪುಸ್ತಕಾತ್, “ಘರ್ ಭಾಂದ್ತಲ್ಯಾನಿ ನಕ್ಕೊ ಮನುನ್ ಟಾಕಲ್ಲೊ ಗುಂಡೊಚ್ ಮಹತ್ವಾಚೊ ಗುಂಡೊ ಹೊಲೊ.