Mark 12:11 — Compare Translations

7 translations compared side by side

Odia - 1840
"ପ୍ରଭୁ ତାହା କଲେ ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ୟ୍ଯଜନକ।'ଗୀତସଂହିତା 118:22-23"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱୟଂ ପ୍ରଭୁ ଏହା କହିଛନ୍ତି କେଡ଼େ ଚମକ୍ରାର ଏ କାର୍ଯ୍ୟ’!”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ତାହା କଲେ, ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’”
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ದೆವಾನ್ ಕರಲ್ಲೆ ಕಾಮ್, ಅಮ್ಕಾ ಹೆ ಅಜಾಪ್ ಸರ್ಕೆ ದಿಸ್ತಾ. ಮನುನ್ ವಾಚ್ವುಕ್‍ನ್ಯಾಶಿ ಕಾಯ್?” ಮಟ್ಲ್ಯಾನ್.