Mark 12:13 — Compare Translations

7 translations compared side by side

Odia - 1840
"ପରେ ଯିହୂଦୀ ନେତାମାନେ କେତକେ ଫାରୂଶୀ ଓ େ ହରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯୀଶୁଙ୍କ ଭୁଲ ଧରି ଫାନ୍ଦ ରେ ପକାଇବାକୁ ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ତାହାଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଫାରୁଶୀ ଓ ହେରୋଦ ଦଳର କେତେ ଜଣ ଯୀଶୁଙ୍କୁ ପ୍ରଶ୍ନ ପଚାରି ଫାନ୍ଦରେ ପକାଇବା ପାଇଁ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚକ୍ରାନ୍ତ ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ತೆಚ್ಯಾಚ್ ಗೊಸ್ಟಿಯಾತ್ನಿ ಗೊಂದ್ಳುನ್ ಘಾಲುವಾ ಮನ್ತಲ್ಯಾ ಉದ್ದೆಶಾನ್ ಥೊಡಿ ಫಾರಿಜೆವಾ ಅನಿ ಥೊಡಿ ಹೆರೊದಾಚ್ಯಾ ಪಕ್ಷಾಚಿ ಲೊಕಾ ಜೆಜುಕ್ಡೆ ಯೆಲಿ.