Mark 12:15 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେ ଚାଲବାଜି ବୁଝିଗଲେ। ସେ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ ମାେତେ ଭଲ କଥା କହି କାହିଁକି ଫାନ୍ଦ ରେ ପକାଇବାକୁ ଚେଷ୍ଟା କରୁଛ? ମାେ ପାଖକୁ ରୂପା ଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ଛଳନା ବୁଝିପାରି କହିଲେ, “ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? ଗୋଟଏ ରୌପ୍ୟମୁଦ୍ରା ଆଣ, ମୁଁ ଦେଖେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କ ଗ୍ଭ‌ଲ୍‌ବାଜି ବୁଝିଗଲେ। ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମୋତେ ଭଲ କଥା କହି କାହିଁକି ଫାନ୍ଦରେ ପକାଇବାକୁ ଚେଷ୍ଟା କରୁଛ? ମୋ’ ପାଖକୁ ରୂପାଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಚೊ ಘಾತ್ ಕಳ್ವುನ್ ಘೆಟ್ಲ್ಯಾನ್ ಅನಿ “ತುಮಿ ಮಾಕಾಚ್ ಗೊಂದ್ಳುನ್ ಘಾಲುವಾ ಮನುನ್ ಕಶ್ಯಾಕ್ ಯವ್ಜುಕ್ ಲಾಗ್ಲ್ಯಾಸಿ? ಎಕ್ ಚಾಂದಿಚಿ ಪೈಸ್ಯಾಚಿ ಗಾಲಿ ಮಾಜ್ಯಾಕ್ಡೆ ದಿವಾ ಬಗುವಾ?” ಮಟ್ಲ್ಯಾನ್.