Mark 12:16 — Compare Translations
7 translations compared side by side
Odia - 1840
"ସମାନେେ ରୂପା ଟଙ୍କାଟିଏ ନଇେ ଆସିଲେ। ଯୀଶୁ ସମାନଙ୍କେୁ ପଚାରିଲେ, ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହଇେଛି? ତା ଉପରେ କାହାର ନାମ ଲଖାେ ଯାଇଛି? ସମାନେେ କହିଲେ, ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାହା ଆଣିଲେ । ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ମୁଦ୍ରାଟିଏ ଆଣିବାରୁ ଯୀଶୁ ପଚାରିଲେ, “ଏହା ଉପରେ କାହାର ପ୍ରତିକୃତି ଓ ନାମ ରହିଛି?” “ସମ୍ରାଟଙ୍କ”ର ବୋଲି ସେମାନେ ଉତ୍ତର ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ରୂପାଟଙ୍କାଟିଏ ନେଇ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହୋଇଛି? ତା’ ଉପରେ କାହାର ନାମ ଲେଖା ଯାଇଛି?” ସେମାନେ କହିଲେ, “ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ତାହା ଆଣିଲେ । ଯୀଶୁ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಎಕ್ ಚಾಂದಿಚಿ ಪಯ್ಸ್ಯಾಚಿ ಗಾಲಿ ತೆಕಾ ದಿಲ್ಯಾನಿ, ತನ್ನಾ ಜೆಜುನ್ “ಹ್ಯಾ ಚಾಂದಿಚ್ಯಾ ಪಯ್ಸ್ಯಾಚ್ಯಾ ವರ್ತಿ ಕೊನಾಚೆ ತೊಂಡ್ ಹಾಯ್ ಅನಿ ಕೊನಾಚೆ ನಾವ್ ಲಿವಲ್ಲೆ ಹಾಯ್?” ಮನುನ್ ತೆಂಕಾ ಇಚಾರ್ಲ್ಯಾನ್. ತೆಕಾ ತೆನಿ ಚಕ್ರವರ್ತಿಚೆ ಮಟ್ಲ್ಯಾನಿ.