Mark 12:17 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ସମାନଙ୍କେୁ କହିଲେ, ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ବରଙ୍କର, ତାହା ପରମେଶ୍ବରଙ୍କୁ ଦିଅ। ଏହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ । ତହିଁରେ ସେମାନେ ତାହାଙ୍କ କଥାରେ ଅତ୍ୟ; ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ତା’ହେଲେ, ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ; ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ।” ଯୀଶୁଙ୍କର ଏ କଥାରେ ସେମାନେ ହତବାକ୍ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ “ಚಕ್ರವರ್ತಿಚೆ ಚಕ್ರವರ್ತಿಕ್ ದಿವಾ ಅನಿ ದೆವಾಚೆ ದೆವಾಕ್ ದಿವಾ” ಮಟ್ಲ್ಯಾನ್. ತೆನಿ ಜೆಜುಚಿ ಗೊಸ್ಟ್ ಆಯ್ಕುನ್ ಅಜಾಪ್ ಹೊಲ್ಯಾನಿ.