Mark 12:18 — Compare Translations
7 translations compared side by side
Odia - 1840
"ତା' ପରେ କେତକେ ସାଦ୍ଦୁକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୁକୀମାନେ ଦାବୀ କରନ୍ତି ଯେ ମଣିଷ ମୃତ୍ଯୁପରେ ପୁନରୁଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତବ୍ୟକ୍ତିମାନଙ୍କ ପୁନରୁତ୍ଥାନରେ ବିଶ୍ୱାସ କରୁ ନ ଥିବା ସାଦ୍ଦୁକୀଦଳର କେତେଜଣ ଆସି ଯୀଶୁଙ୍କୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ କେତେକ ସାଦ୍ଦୂକୀଙ୍କର ଚକ୍ରାନ୍ତ ତା’ପରେ କେତେକ ସାଦ୍ଦୂକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ଦାବୀ କରନ୍ତି ଯେ, ମଣିଷ ମୃତ୍ୟୁପରେ ପୁନରୁତ୍ଥାନ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಲ್ಲೆ ಅನಿ ಪರ್ತುನ್ ಝಿತ್ತೆ ಹೊತಲೆ ಸಾಧ್ಯ್ ನಾ ಮನುನ್ ಯವಜ್ತಲೆ ಸಾದುಸೆವ್ ಜೆಜುಕ್ಡೆ ಯೆಲೆ ಅನಿ