Mark 12:2 — Compare Translations

7 translations compared side by side

Odia - 1840
"ପରେ ଯେତବେେଳେ ଦ୍ରାକ୍ଷା ତୋଳିବା ବଳେ ଆସିଲା, ସେତବେେଳେ ସେ ତାହାଙ୍କର ଜଣେ ଚାକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଦ୍ରାକ୍ଷା ଆଦାୟ କରିବାର ସମୟ ଆସିଲା, ନିଜର ଭାଗ ଆଦାୟ କରିବା ପାଇଁ ଜଣେ ଦାସୀକୁ ସେମାନଙ୍କ ନିକଟକୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
“ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದರಾಕ್ಷಿ ಗೊಳಾ ಕರ್‍ತಲಿ ಸುಗ್ಗಿಚಿ ದಿಸಾ ಯೆಲ್ಲ್ಯಾ ತನ್ನಾ; ಅಪ್ನಾಚೊ ವಾಟೊ ಮಾಗುನ್ ಹಾನುಕ್ ಮನುನ್ ತ್ಯಾ ಮಳ್ಯಾಚ್ಯಾ ಸಾವ್ಕಾರಾನ್ ಅಪ್ನಾಚ್ಯಾ ಎಕ್ ಸೆವಕಾಕ್ ಧಾಡುನ್ ದಿಲ್ಲ್ಯಾನ್.