Mark 12:20 — Compare Translations

7 translations compared side by side

Odia - 1840
"ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନଥାଇ ସେ ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଦା ସାତଜଣ ଭାଇ ଥିଲେ। ଜ୍ୟେଷ୍ଠ ଭାଇ ବିବାହ କରି ନିଃସନ୍ତାନ ହୋଇ ମରିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ଼ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନ ଥାଇ ସେ ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಾ ಸತ್‍ ಜಾನಾ ಭಾವಾ ಹೊತ್ತಿ ಅನಿ ಥೊರ್‍ಲೊ ಭಾವ್ ನಗಿನ್ ಹೊವ್ನ್, ಪೊರಾನಸ್ತಾನಾ ಮರ್ಲೊ.