Mark 12:21 — Compare Translations

7 translations compared side by side

Odia - 1840
"ତେଣୁ ଦ୍ବିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ଯ କୌଣସି ପିଲାପିଲି ନଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ଯ ତାହା ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଦ୍ଵିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତବ୍ୟକ୍ତିର ବିଧବାକୁ ଦ୍ୱିତୀୟ ଭାଇ ବିବାହ କରି ସେ ମଧ୍ୟ ନିଃସନ୍ତାନ ହୋଇ ମରିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦ୍ୱିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ୟ କୌଣସି ପିଲାପିଲି ନ ଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ୟ ତାହା ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
Odia IRV 2017 (ଓଡିଆ ବାଇବେଲ)
ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೊನ್ವೆಚೊ ತಿಚೆಕ್ಡೆ ನಗಿನ್ ಹೊಲೊ ಅನಿ ತೊಬಿ ಪೊರಾ ನಸ್ತಾನಾ ಮರ್ಲೊ ಅನಿ ತಿನ್ವೆಚ್ಯಾಕ್ ಬಿ ತಸೆಚ್ ಹೊಲೆ”.