Mark 12:24 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ସବୁ ଶାସ୍ତ୍ର କ'ଣ କ ହେ, ତାହା ତୁମ୍ଭମାନେେ ଜାଣିନାହଁ କି ପରମେଶ୍ବରଙ୍କ ଶକ୍ତି ବିଷୟ ରେ। ତେଣୁ ତୁମ୍ଭମାନେେ ଭ୍ରମ ରେ ପଡିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କର କେଡ଼େ ଭ୍ରାନ୍ତ ଧାରଣା ଅଛି। ଧର୍ମଶାସ୍ତ୍ର ଓ ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମେ କିଛି ଜାଣ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସବୁ ଶାସ୍ତ୍ର କ’ଣ କହେ, ପରମେଶ୍ୱରଙ୍କ ଶକ୍ତି ବିଷୟରେ ତାହା ତୁମ୍ଭେମାନେ ଜାଣି ନାହଁ କି? ତେଣୁ ତୁମ୍ଭେମାନେ ଭ୍ରମରେ ପଡ଼ିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ “ತುಮಿ ಕವ್ಡೆ ಚುಕುನ್ ಪಡ್ಲ್ಯಾಸಿ? ತುಮ್ಕಾ ಪವಿತ್ರ್ ಪುಸ್ತಕಾಚಿ ಉಲ್ಲಿಬಿ ಸಮ್ಜನ್‍ ನಾ, ಅನಿ ದೆವಾಚ್ಯಾ ತಾಕ್ತಿಚ್ಯಾ ವಿಶಯಾತ್ ತುಮ್ಕಾ ಗೊತ್ತುಚ್ ನಾ.