Mark 12:25 — Compare Translations

7 translations compared side by side

Odia - 1840
"ଲୋକମାନେ ଯେତବେେଳେ ମୃତ୍ଯୁରୁ ପୁନରୁତ୍ଥାନ ହବେେ ସେତବେେଳେ କୌଣସି ବିବାହ ହବେ ନାହିଁ ସମାନେେ କହେି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରେତ୍ୟକକ ସ୍ବର୍ଗଦୂତଙ୍କ ଭଳି ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୃତବ୍ୟକ୍ତିମାନେ ପୁନରୁତ୍ôଥତ ହେଲେ, ସେମାନେ ସ୍ୱର୍ଗଦୂତ ପରି ହେବେ - ସେମାନେ ବିବାହ କରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯେତେବେଳେ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ ସେତେବେଳେ କୌଣସି ବିବାହ ହେବ ନାହିଁ ସେମାନେ କେହି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରତ୍ୟେକ ସ୍ୱର୍ଗଦୂତଙ୍କ ଭଳି ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರ್‍ನಾತ್ನಾ ಝಿತ್ತೆ ಹೊಲ್ಲ್ಯಾ ತನ್ನಾ ಸಗ್ಳೆ ಜನಾ ಸರ್‍ಗಾತ್ ದೆವಾಚ್ಯಾದುತಾ ಬಾಸೆನ್ ರಾತ್ಯಾತ್, ನಗಿನ್ ಹೊಯ್ನಾತ್.”