Mark 12:28 — Compare Translations
7 translations compared side by side
Odia - 1840
"ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୁକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ୟୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସମାନଙ୍କେ ପ୍ରଶ୍ନର ଯଥାର୍ଥ ଉତ୍ତର ଦଇେଛନ୍ତି। ତେଣୁ ସେ ଯୀଶୁଙ୍କୁ ପଚାରିଲେ, କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ?
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଧର୍ମଗୁରୁ ସେଠାରେ ଉପସ୍ଥିତ ଥାଇ ଏସବୁ ଯୁକ୍ତିତର୍କ ଶୁଣୁଥିଲେ। ସାଦ୍ଦୁକୀମାନଙ୍କୁ ଯୀଶୁ ସଠିକ୍ ଜବାବ୍ ଦେଇଛନ୍ତି ବୋଲି ବୁଝିପାରି ସେ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଚାରିଲେ, “ଆମ ଧର୍ମଶାସ୍ତ୍ରରେ କେଉଁ ଆଜ୍ଞାଟି ସବୁଠାରୁ ଶ୍ରେଷ୍ଠ?”
Odia Bible ERV 2004 (ପବିତ୍ର ବାଇବଲ)
କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದೆ ಸಿಕ್ವುತಲ್ಯಾಂಚ್ಯಾ ಮದ್ಲ್ಯಾ ಎಕ್ ಮಾನ್ಸಾನ್ ಜೆಜು ಸಾದುಸೆವಾಕ್ನಿ ಸಮಾ ಜಬಾಬ್ ದಿತಲೆ ಅಯ್ಕ್ಲ್ಯಾನ್, ಅನಿ ಜೆಜುಕ್ಡೆ ಯೆವ್ನ್ “ಸಗ್ಳ್ಯಾ ಉಪಾದೆಸಾನ್ಕಿ ಮೊಟೊ ಉಪಾದೆಸ್ ಖಲೊ?” ಮನುನ್ ಇಚಾರ್ಲ್ಯಾನ್.