Mark 12:29 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ସବୁଠାରୁ ମହତ୍ତ୍ବପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ' ହେ ଇସ୍ରାଯଲେ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ବର ଏକମାତ୍ର ପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଇଶ୍ରାୟେଲୀୟ ଲୋକମାନେ ଶୁଣ - ସବୁଠାରୁ ଶ୍ରେଷ୍ଠ ଆଜ୍ଞାଟି ହେଉଛି, ‘ଆମ୍ଭମାନଙ୍କ ପ୍ରଭୁ ଈଶ୍ୱର ଏକମାତ୍ର ପ୍ରଭୁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಜೆಜುನ್ ಅಸೆ ಜಬಾಬ್ ದಿಲ್ಯಾನ್ “ಇಸ್ರಾಯೆಲಾಚ್ಯಾ ಲೊಕಾನು ಆಯ್ಕಾ, ಹೆ ಲೈ ಮಹತ್ವಾಚೆ ವಿಶಯ್” ಸಗ್ಳ್ಯಾ ವರ್ತಿ ಅದಿಕಾರ್ ಅಸಲ್ಲೊ ಅಮ್ಚೊ ದೆವ್, ತೊ ಎಕ್ಲೊಚ್ ಧನಿ.