Mark 12:3 — Compare Translations

7 translations compared side by side

Odia - 1840
"କିନ୍ତୁ କୃଷକମାନେ ଚାକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନଦଇେ ଘଉଡଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚାଷୀମାନେ ସେହି ଦାସୀକୁ ମାଡ଼ମାରି ଖାଲି ହାତରେ ଫେରାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ರೈತಾನಿ ತ್ಯಾ ಸೆವಕಾಕ್ ದರುನ್ ಬರೆ ಮಾರ್ ಘಾಟ್ಲ್ಯಾನಿ ಅನಿ ಖಾಲಿ ಹಾತಿನಿ ಫಾಟಿ ಧಾಡ್ಲ್ಯಾನಿ.