Mark 12:30 — Compare Translations
7 translations compared side by side
Odia - 1840
"ସମସ୍ତ ହୃଦୟ ରେ ସମସ୍ତ ଆତ୍ମା ରେ, ସମସ୍ତ ମନ ରେ ଓ ସମସ୍ତ ଶକ୍ତି ରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା, ସମ୍ପୂର୍ଣ୍ଣ ମନ, ଶକ୍ତି ସାମର୍ଥ୍ୟ ଦେଇ ପ୍ରେମ, ଭକ୍ତି କର।’
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಪುರಾ ಕಾಳ್ಜಾನ್, ತುಜ್ಯಾ ಪುರಾ ಆತ್ಮ್ಯಾನ್, ತುಜ್ಯಾ ಪುರಾ ಮನಾನ್, ಅನಿ ತುಜ್ಯಾ ಪುರಾ ಬಳಾನ್. ಸರ್ವೆಸ್ವರಾ ತುಜ್ಯಾ ಎಕ್ಲ್ಯಾಚ್ ದೆವಾಚೊ ಪ್ರೆಮ್ ಕರ್.