Mark 12:31 — Compare Translations

7 translations compared side by side

Odia - 1840
"ଦ୍ବିତୀୟ ମହତ୍ବପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: 'ତୁମ୍ଭେ ନିଜକୁ ଯେପରି ପ୍ ରମେ କର, ନିଜର ପଡ଼ୋଶୀକୁ ସହେିପରି ପ୍ ରମେ କର' ଏହି ଦୁଇଟି ଆଦେଶ ଛଡା ଆଉ ବଡ ଆଦେଶ କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦ୍ୱିତୀୟ ଶ୍ରେଷ୍ଠ ଆଜ୍ଞା ହେଉଛି, ‘ତୁମେ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଦୁଇଟି ଅପେକ୍ଷା ଶ୍ରେଷ୍ଠତର ଆଜ୍ଞା ଆଉ ନାହଁ।”
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’ ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର । ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೊನ್ವೆಚೊ ಮಹತ್ವಾಚೊ ಖಾಯ್ದೊ ಮಟ್ಲ್ಯಾರ್ “ತಿಯಾ ತುಜೊಚ್ ಕಸೊ ಪ್ರೆಮ್ ಕರ್‍ತೆ, ತಸೆಚ್ ದುಸ್ರ್ಯಾಂಚೊ ಪ್ರೆಮ್ ಕರುಚೊ. ಹ್ಯಾ ದೊನಿಚ್ಯಾನ್ಕಿ ಮೊಟೊ ಖಾಯ್ದೊ ಅನಿ ಖಲೊಬಿ ನಾ,” ಮನುನ್ ಉತ್ತರ್ ದಿಲ್ಯಾನ್.