Mark 12:33 — Compare Translations

7 translations compared side by side

Odia - 1840
"ପ୍ରକୃତ ରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦଇେ ପରମେଶ୍ବରଙ୍କୁ ପ୍ ରମେ କରିବାକୁ ହବେ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ଯ ସପରେି ଭଲ ପାଇବାକୁ ହବେ। ଆମ୍ଭେ ପରମେଶ୍ବରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସହେି ଗୁଡିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ବପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟ ତା’ର ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ମନ, ସମ୍ପୂର୍ଣ୍ଣ ଶକ୍ତି ସାମର୍ଥ୍ୟ ଦେଇ ତାଙ୍କୁ ପ୍ରେମ ଓ ଭକ୍ତି କରିବା ସଙ୍ଗେ ସଙ୍ଗେ ତା’ର ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କରିବା ଆବଶ୍ୟକ। ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପଶୁ ଓ ଅନ୍ୟାନ୍ୟ ବଳି ଉତ୍ସର୍ଗ କରିବା ଅପେକ୍ଷା, ଏହି ଦୁଇଟି ଆଜ୍ଞା ପାଳନ କରିବା ଅଧିକ ଗୁରୁତ୍ୱପୂର୍ଣ୍ଣ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾನ್ಸಾನ್ ಅಪ್ನಾಚ್ಯಾ ಪುರಾ ಕಾಳ್ಜಾನ್, ಪುರಾ ಮನಾನ್, ಪುರಾ ತಾಕ್ತಿನ್ ದೆವಾಚೊ ಪ್ರೆಮ್ ಕರುಚೊ ಅನಿ ಅಪ್ನಾಚೊ ಕರಲ್ಲ್ಯಾ ಬಾಸೆನ್ ದುಸ್ರ್ಯಾಂಚೊಬಿ ಪ್ರೆಮ್ ಕರುಚೊ, ಹಿ ದೊನ್ ಉಪಾದೆಸಾ ಲೈ ಮಹತ್ವಾಚಿ, ಹೆ ಅಮಿ ದೆವಾಕ್ ದಿತಲ್ಯಾ ಕೌಡ್ಯಾಕಿ ಜನಾವರಾಂಚ್ಯಾ ಬಲಿಯಾಂಚ್ಯಾನ್ಕಿ ಅನಿ ದುಸ್ರ್ಯಾ ಕಾನಿಕಾಂಚ್ಯಾನ್ಕಿ ಮೊಟೆ.” ಮಟ್ಲ್ಯಾನ್.