Mark 12:35 — Compare Translations
7 translations compared side by side
Odia - 1840
"ଯୀଶୁ ମନ୍ଦର ରେ ଉପଦେଶ ଦଲୋ ବେଳେ ପଚାରିଲେ, ଧର୍ମ ଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ମନ୍ଦିରରେ ଦିନେ ଶିକ୍ଷା ଦେଲାବେଳେ ଯୀଶୁ ଗୋଟିଏ ପ୍ରଶ୍ନ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଦାଉଦଙ୍କର ପୁତ୍ର ଯୀଶୁ ମନ୍ଦିରରେ ଉପଦେଶ ଦେଲାବେଳେ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಗುಡಿತ್ ಶಿಕ್ವುನ್ಗೆತ್ ಹ್ಯೊ ಪ್ರಸ್ನೊ ಇಚಾರ್ಲ್ಯಾನ್ “ಖಾಯ್ದೆ ಸಿಕ್ವುತಲೆ ಕ್ರಿಸ್ತ್ ದಾವಿದಾಚೊ ಲೆಕ್ ಮನುನ್ ಸಾಂಗ್ತ್ಟ್ಯಾತ್. ತೆ ಕಶೆ ಹೊತಾ?”