Mark 12:37 — Compare Translations

7 translations compared side by side

Odia - 1840
"ଦାଉଦ ନିଜେ ଖ୍ରୀଷ୍ଟଙ୍କୁ 'ପ୍ରଭୁ' ବୋଲି କହିଥିଲେ। ତବେେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହାଇେ ପାରିବେ? ଜମା ହାଇେଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସି ମନ ରେ ଶୁଣୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଏଥିରୁ ଜଣାଯାଉଛି ଯେ, ମସୀହଙ୍କୁ ଦାଉଦ ‘ପ୍ରଭୁ’ ବୋଲି ଉଲ୍ଲେଖ କରିଛନ୍ତି। ତା’ହେଲେ ମସୀହ ଦାଉଦଙ୍କ ବଂଶଧର ହେବେ କିପରି?”
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
Odia IRV 2017 (ଓଡିଆ ବାଇବେଲ)
ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಶೆ ಸ್ವತಾ ದಾವಿದುಚ್ ಮೆಸ್ಸಿಯಾಕ್ ಧನಿ ಮನುನ್ ಬಲ್ವುತಾ ತರ್, ಮೆಸ್ಸಿಯಾ ದಾವಿದಾಚೊ ಲೆಕ್ ಕಸೊ ಹೊವ್ಕ್ ಹೊತಾ?” ಮಟ್ಲ್ಯಾನ್. ಥೈ ಲೈ ಲೊಕಾ ಹೊತ್ತಿ ತಿ ಲೊಕಾ ಜೆಜು ಸಾಂಗ್ತಲೆ ಕುಶಿನ್ ಅಯ್ಕುಲಾಗಲ್ಲಿ.