Mark 12:38 — Compare Translations
7 translations compared side by side
Odia - 1840
"ଯୀଶୁ ଶିକ୍ଷା ଦଇେ ଚାଲିଥିଲେ। ସେ କହିଲେ, ଧର୍ମଶାସ୍ତ୍ରୀଙ୍କଠାରୁ ସାବଧାନ ରୁହ। ସମାନେେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତଣେେ ବୁଲିବାକୁ ଭଲ ପାଆନ୍ତି। ସମାନେେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାର ରେ ସମ୍ମାନ ଦଖାେନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନଣ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟ ବଜାରରେ ନମସ୍କାର!,
Odia BSI (ପବିତ୍ର ବାଇବଲ (CL) NT (BSI))
ଥରେ ଗୋଟିଏ ବିରାଟ ଜନତା ଆଗ୍ରହରେ ଯୀଶୁଙ୍କ କଥା ଶୁଣୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିଧି ପ୍ରଗ୍ଭରକମାନଙ୍କୁ ସମାଲୋଚନା କଲେ ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
Odia IRV 2017 (ଓଡିଆ ବାଇବେଲ)
ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ପୋଷାକ ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಕ್ನಿ ಶಿಕ್ವುತಾನಾ ಜೆಜುನ್ “ಖಾಯ್ದೆ ಸಿಕ್ವುತಲ್ಯಾಂಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್ಹಾವಾ,ಪಾಂಯಾಂಚ್ಯಾ ಸಗೊಳ್ ಲಾಂಬ್-ಲಾಂಬ್ ಅಂಗಿಯಾ ನೆಸುನ್ ಘೆವ್ನ್ ಬಾಜಾರಾತ್ ಫಿರ್ತಾನಾ ಸಗ್ಳ್ಯಾನಿಕ್ನಾ ಸಲಾಮ್ ಕರುನ್ ಘೆವ್ಕ್ ತೆಂಕಾ ಲೈ ಕುಶಿ.