Mark 12:4 — Compare Translations

7 translations compared side by side

Odia - 1840
"ତା'ପରେ ସହେି ଲୋକଟି ଆଉ ଜଣେ ଚାକରକୁ ସମାନଙ୍କେ ପାଖକୁ ପଠାଇଲା। ସମାନେେ ଏହି ଚାକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ଷେତର ମାଲିକ ଆଉ ଜଣେ ଦାସକୁ ପଠାଇଲେ। ଚାଷୀମାନେ ତା’ ପ୍ରତି ମଧ୍ୟ ଦୁର୍ବ୍ୟବହାର କଲେ ଏବଂ ମାଡ଼ ଦେଇ ତା’ ମୁଣ୍ଡ ଫଟାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತ್ಯಾ ಸಾವ್ಕಾರಾನ್ ಅನಿ ಎಕ್ ಸೆವಕಾಕ್ ಧಾಡುನ್ ದಿಲ್ಲ್ಯಾನ್ ತೆನಿ ತೆಕಾ ಧರುನ್ ತೆಚೆ ಟಕ್ಲೆ-ಟಕ್ಲೆ ಧರುನ್ ಮಾರ್‍ಲ್ಯಾನಿ ಅನಿ ತೆಚಿ ಮರ್ಯ್ಯಾದ್ ಕಾಡಲ್ಲ್ಯಾನಿ.